ସରକାରଙ୍କ ଅନୁମୋଦନ ପରେ ହେବ ଗଣତି ମଣତି , ମୁଖ୍ୟ ପ୍ରଶାସକଙ୍କ ସୂଚନା
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକଙ୍କ ସୂଚନା। ଗଣତି ମଣତି ନେଇ ଚିଠା ମାର୍ଗଦର୍ଶିକା ବୈଠକର ଅନୁମୋଦିତ ହୋଇଛି । ଏହା ରାଜ୍ୟ ସରକାରଙ୍କୁ ପଠାଯିବ, ଅନୁମୋଦନ ମିଳିବା ପରେ ସ୍ପଷ୍ଟ ହେବ । 'ଗଣତି ମଣତି ବେଳେ ଯେପରି ନୀତିକାନ୍ତି ପ୍ରଭାବିତ ନ ହେବ ତାହାକୁ ଗୁରୁତ୍ବ ଦିଆଯିବ । ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିବା ପରେ ଏନେଇ ଘୋଷଣା କରାଯିବ' । ମହାପ୍ରଭୁଙ୍କ ନୂଆ ରତ୍ନ ପଲଙ୍କ ସେଟ୍ ତିଆରି ସିରିଛି, ଶୁଭ ଲଗ୍ନ ଦେଖି ଲାଗି ହେବ । ଶ୍ରୀଗୁଣ୍ଡିଚା ମନ୍ଦିର କେବେ ଖୋଲାଯିବ, ତିଥି ଲଗ୍ନ ଦେଖି ସ୍ଥିର କରାଯିବ ବୋଲି କହିଛନ୍ତି ।

More From
-
ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ -
IPL ୨୦୨୬: ଆଜିଠୁ ଆଇପିଏଲ, ଡିପେଣ୍ଡିଂ ଚାମ୍ପିଅନ ଆରସିବିକୁ ଭେଟିବ ଏସ୍ଆରଏଚ୍ -
Adani ଓ Youth4Jobsର ବଡ଼ ଉଦ୍ୟମ: ଭିନ୍ନକ୍ଷମ ଫଟୋଗ୍ରାଫରଙ୍କ ପାଇଁ Global Ability Photography Challenge 2026 ଆରମ୍ଭ -
ମହଜୁଦ ଅଛି ପେଟ୍ରୋଲିୟମ ସାମଗ୍ରୀ ଓ ଗ୍ୟାସ, ନିୟମାବଳୀକୁ ପାଳନ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର...








Click it and Unblock the Notifications