ସମ୍ବଲପୁରରେ ଖୋଲିବ କେନ୍ଦ୍ରୀୟ କୃଷି ବିଶ୍ବବିଦ୍ୟାଳୟ, କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
ସମ୍ବଲପୁରରେ ଖୋଲିବ କେନ୍ଦ୍ରୀୟ କୃଷି ବିଶ୍ବବିଦ୍ୟାଳୟ । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ । କୃଷି ଓ ଆନୁଷଙ୍ଗିକ ବିଜ୍ଞାନରେ ସ୍ନାତକ ଓ ସ୍ନାତକୋତ୍ତର ସୃଷ୍ଟି କରିବ । ଉତ୍ପାଦ ବୃଦ୍ଧି ଓ ଲାଭଦାୟକ କୃଷି ପ୍ରଣାଳୀ ବିକାଶରେ ସହାୟକ ହେବ। କୃଷି ଗବେଷଣାକୁ ଆଗକୁ ବଢ଼ାଇବା ସହ ଚାଷୀଙ୍କୁ ସଶକ୍ତ କରିବ ବୋଲି କହିଛନ୍ତି କେଭି।













Click it and Unblock the Notifications