Get Updates
Get notified of breaking news, exclusive insights, and must-see stories!

ମାର୍ଚ୍ଚ ୨୯ରୁ ଏପ୍ରିଲ ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ମା' ମଝିଘରିଆଣୀଙ୍କ ଚୈତ୍ର ପର୍ବ

ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା' ମଝିଘରିଆଣୀଙ୍କ ଚୈତ୍ର ପର୍ବ ମାର୍ଚ୍ଚ ୨୯ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଶୁକ୍ରବାର ମନ୍ଦିର ପରିସରରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ପରେ ଚୈତ୍ର ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ ହୋଇଛି। ୨୯ରେ ମାଙ୍କ ପାଦ ଉଠାଣ ଓ ଘଟ ସ୍ଥାପନ ସହ ସୂର୍ଯ୍ୟପୂଜା, ଶାଳାପୂଜା, ଚଣ୍ଡୀପାଠ, ଷୋଡଶ ଉପଚାର ପୂଜା ଇତ୍ୟାଦି ଅନୁଷ୍ଠିତ ହେବ।

majhighariani

୩୦ରୁ ୨ ତାରିଖ ଯାଏଁ ପ୍ରତିଦିନ ମା'ଙ୍କ ସୂର୍ଯ୍ୟପୂଜା, ଶାଳାପୂଜା, ଚଣ୍ଡୀପାଠ, ଷୋଡଶ ଉପଚାର ପୂଜା, ଚଣ୍ଡୀପାଠ, ମୁଖ୍ୟ ଦେବୀଙ୍କ ମହାସ୍ନାନ, ଷୋଡଶ ଉପଚାର ପୂଜା ଅନୁଷ୍ଠିତ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+