ପୁଣି ଫେରିବ ଶୀତ, ୧୨ରୁ ଭିଜିବ ଓଡ଼ିଶା !

ପୁଣି ଶୀତରେ ଥରିବ ଓଡ଼ିଶା ! ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । କାରଣ ଏହି କିଛି ଦିନ ହେବ ଶୀତ କମିବା ପରେ ପ୍ରବଳ ଖରା ଆରମ୍ଭ ହୋଇଛି । ରାଜ୍ୟରେ ଏବେ କିଛି ଜିଲ୍ଲାରେ ଘନକୁହୁଡି ମଧ୍ୟ ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

rain

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୧୧ ତାରିଖରେ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇପାରେ।

ସେହିପରି ୧୨ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+