Get Updates
Get notified of breaking news, exclusive insights, and must-see stories!

ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ: ମଦ ବେପାରୀଙ୍କଠୁ ୫୦ ହଜାର ଲାଞ୍ଚ ନେବା ବେଳେ ଧରାପଡିଲେ

ବାଲେଶ୍ବର: ଭିଜିଲାନ୍ସ ଜାଲରେ ଚାନ୍ଦିପୁର ଥାନା ଆଇଆଇସି ଏବଂ ଏଏସଆଇ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଉଭୟଙ୍କୁ ବାନ୍ଧିଛି ଭିଜିଲାନ୍ସ ।

Vigilance Raid

ମିଳିଥିବା ସୂଚନାନୁସାରେ, ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ବର ପ୍ରଧାନ ଓ ଏଏସଆଇ ବଳି ମହାନ୍ତି ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି । ଏକ ମାମଲାର ରଫାଦଫା ପାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଥାନା ଭିତରେ ଆଇଆଇସି ଓ ଏଏସଆଇଙ୍କୁ ଉଠାଇ ନେଲା ଭିଜିଲାନ୍ସ । ସ୍ଥାନୀୟ ମଦ ବେପାରୀଙ୍କ ଠାରୁ ମାସିକିଆ ବଟି ନେଉଥିବା ଭଳି ସାଂଘାତିକ ଅଭିଯୋଗ ଏହି ଦୁଇ ପୋଲିସ ଅଧିକାରୀଙ୍କ ନାଁରେ ଆସିଥିଲା । ପୂର୍ବରୁ ମଧ୍ୟ ଏଭଳି ଅନେକ ଅଭିଯୋଗ ଏମାନଙ୍କ ନାଁରେ ଆସିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+