OPS ସ୍ତରରେ ଅଦଳବଦଳ; ବଦଳିଲେ ବ୍ରହ୍ମପୁର ଅତିରିକ୍ତ ଏସ୍ପି
OPS ସ୍ତରରେ ଅଦଳବଦଳ। ବଦଳିଲେ ବ୍ରହ୍ମପୁର ଅତିରିକ୍ତ ଏସ୍ପି। ବ୍ରହ୍ମପୁର ଅତିରିକ୍ତ ଏସ୍ପି ସୀମା ସ୍ବାଇଁଙ୍କ ବଦଳି ହୋଇଛି। ସେ ତାଳଚେର ଅତିରିକ୍ତ ଏସ୍ପି କାର୍ଯ୍ୟ କରିବେ। ତାଙ୍କ ସ୍ଥାନରେ ଆଲୋକ ଜେନାଙ୍କୁ ବ୍ରହ୍ମପୁର ଅତିରିକ୍ତ ଏସ୍ପି ଦାୟିତ୍ୱ ଦିଆଯାଇଛି। ଲାଙ୍ଗିର ଏଏସପି ଆଲୋକ କୁମାର ଜେନାଙ୍କୁ ବ୍ରହ୍ମପୁର ବଦଳି କରାଯାଇଛି । ତାଳଚେରର ଆଡିସନାଲ ଏଏସପି ହୋଇଛନ୍ତି ସୀମା ସ୍ବାଇଁ ।

କଟକ ASP ସତ୍ୟବିକାଶ ଭୂୟାଁଙ୍କୁ ଭଦ୍ରକ ବଦଳି କରାଯାଇଛି । ସମ୍ବଲପୁରର ଅତିରିକ୍ତ ଏସପି ପ୍ରକାଶ କୁମାର ଟପ୍ପୋଙ୍କୁ ରାଉରକେଲା ବଦଳି କରାଯାଇଛି । ଭୁବନେଶ୍ବରର ଅତିରିକ୍ତ ଏସପି ସଞ୍ଜୀବ କୁମାର ଶତପଥୀଙ୍କୁ ଆଡିସନାଲ ଏସପି ସ୍ପେଶା ମୋଟ ୧୯ ଜଣ ଅତିରିକ୍ତ ଏସ୍ପିଙ୍କ ବଦଳି ନେଇ ଗୃହ ବିଭାଗର ବିଜ୍ଞପ୍ତି ଜାରି ହୋଇଛି।












Click it and Unblock the Notifications