Get Updates
Get notified of breaking news, exclusive insights, and must-see stories!

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା କପି କଲେ ୫ ବର୍ଷ ଏବଂ ୧୦ ଲକ୍ଷ ଟଙ୍କା ......

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । କପି ରୋକିବାକୁ ବ୍ୟବହାର ହେବ AI ଏବଂ QR କୋଡ୍ । AI କ୍ୟାମେରା ନଜରରେ ରହିବ ପରୀକ୍ଷା କେନ୍ଦ୍ର । ପ୍ରଶ୍ନପତ୍ରରେ ରହିବ QR କୋଡ୍ ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି ।

exam

ଓଡ଼ିଶାର ପ୍ରାୟ ୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ । ପରୀକ୍ଷାକୁ ସ୍ୱଚ୍ଛ ଏବଂ କପିମୁକ୍ତ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍ ଏବଂ ୧୦ ଲକ୍ଷ ଟଙ୍କା ଜରିମାନା ଦେବାକୁ ପଡିପାରେ । ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କପି ରୋକିବାକୁ ବ୍ୟବହାର ହେବ ଏଆଇ ଏବଂ କ୍ୟୁଆର କୋଡ୍ । ଏଆଇ କ୍ୟାମେରା ନଜରରେ ରହିବ ପୁରା ପରୀକ୍ଷା କେନ୍ଦ୍ର ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+