ଛାତିଥରା ଘଟଣା; ପୁଣି ଜଳିଗଲେ ୧୩ ବର୍ଷର ନାବାଳିକା

ବାଲେଶ୍ବର, ବଳଙ୍ଗା, ପଟ୍ଟାମୁଣ୍ଡାଇ ପରେ ଜଳିଗଲେ ଆଉ ଜଣେ ଛାତ୍ରୀ । ବରଗଡ଼ ଜିଲ୍ଲା ଗାଇସିଲେଟ୍ ଥାନା ଅଞ୍ଚଳରୁ ଆସିଛି ଏଭଳି ଏକ ହୃଦୟବିଦାରକ ଦୃଶ୍ୟ । ଅଷ୍ଟମ ଶ୍ରେଣୀରେ ପଢୁଥିବା ୧୩ ବର୍ଷୀୟା ନାବାଳିକା ଜଳିଯାଇଛନ୍ତି । ନାବାଳିକା ଜଣକ ତାଙ୍କ ମାମୁଘର ଗାଁରେ ଜଳିଯାଇଛନ୍ତି ।।

Chest-burning incident

ତେବେ କେମିତି ଜଳିଗଲେ ନାବାଳିକା? ନା କେହି ତାଙ୍କୁ ପେଟ୍ରୋଲ ଢାଳି ଜାଳିଦେଇଛି, ତାହା ସ୍ପଷ୍ଟ ହୋଇନି । ଏନେଇ ଆମ୍ବୁଲାନ୍ସକୁ ଖବର ଦିଆଯିବା ପରେ ଆମ୍ବୁଲାନ୍ସ ଆସିବାରେ ମଧ୍ୟ ବିଳମ୍ବ ହୋଇଥିଲା । ଯେଉଁଥିପାଇଁ ନାବାଳିକାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ନାବାଳିକା ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+