ଆଜି ବସିବ ଛତିଶା ନିଯୋଗ ବୈଠକ

ପୁରୀ:ଆଜି ବସିବ ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ବୈଠକ ବସିବ । ଏଥିରେ ରୁକ୍କୁଣୀ ହରଣ ଏକାଦଶୀଠାରୁ ନୀଳିଦ୍ରିବିଜେ ପର୍ଯ୍ୟନ୍ତର ନୀତିକାନ୍ତି ନେଇ ନୀତି ନିର୍ଘଣ୍ଟ କରାଯିବ । କୌଣସି ନୀତିରେ ଯେପରି ବିଳମ୍ବ ନହେବ ସେଥିପ୍ରତି ଅଧିକ ଗୁରୁତ୍ୱ ଦିଆଯିବ ।

ଆଜି ସଂଧ୍ୟ୍ୟା ୫ଟାରେ ନୀଳାଦ୍ରି ଭକ୍ତ ନିବାସରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ । ନୀତି ସବକମିଟି ବୈଠକ ଅନୁଷ୍ଠିତ ହେବା ପରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ । ସୂଚନା ଅନୁସାରେ ଆଜି ବସିବା ପାଇଁ ଥିବା ଏହି ବୈଠକରେ ନିଯୋଗର ସମସ୍ତ ସଦସ୍ୟ ଉପସ୍ଥିତ ରହିବେ ।

Chhatisha Nijoga Meeting

ତେବେ ସ୍ନାନ ପୂର୍ଣ୍ଣିମାରେ ଜଳଲାଗି ସହ ହାତୀ ବେଶକୁ କିପରି ଶୃଙ୍ଖଳିତ କରାଯିବ ସେନେଇ ନିଆଯିବ ନିଷ୍ପତ୍ତି । ସେହିପରି ଅନବସର ନୀତି, ଶ୍ରୀଗୁଣ୍ତିଚା ଯାତ୍ରା ସହିତ ଅନ୍ୟାନ୍ୟ ଦିଗକୁ ନଜରରେ ରଖି ନିଷ୍ପତ୍ତି ନିଆଯିବ । ରଥଯାତ୍ରା ସମୟରେ ଭକ୍ତ ମାନେ କିପରି ସୁରକ୍ଷା ଓ ସୁବିଧାରେ ଦର୍ଶନ କରିବେ ସେନେଇ ମଧ୍ୟ ଆଲୋଚନା କରାଯିବା ନେଇ ସୂଚନା ରହିଛି । ତେବେ ଏହି ବୈଠକରେ ଛତିଶାନିଯୋଗ ମହାନାୟକ, ଜିଲ୍ଲାପାଳ, ଏସପିଙ୍କ ସମେତ ସମସ୍ତ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+