ଜୁନାଗଡ଼ରେ ଛତିଶଗଡ଼ ସିଏମ ବିଷ୍ଣୁଦେବ ସାଏଙ୍କ ପ୍ରଚାର

ଆସନ୍ତା ୧୩ ତାରିଖ ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଳାହାଣ୍ଡି ଜିଲାରେ ଅନୁଷ୍ଠିତ ହେବ। ଶନିବାର ପ୍ରଚାରର ଶେଷଦିନରେ ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ପହଞ୍ଚି ଦଳୀୟ ବିଧାୟକ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି।

Vishnu Deo Sai

ଅପରାହ୍ନ ୩ଟାରେ ବନମାଳୀପୁର ଛକ ନିକଟରେ ଏକ ସ୍ବତନ୍ତ୍ର ହେଲିକପ୍ଟରରୁ ସେ ଓହ୍ଲାଇ ସଡ଼କ ପଥଦେଇ ଜୁନାଗଡ଼ ସହର ସ୍ଥିତ ହାଇସ୍କୁଲ ପଡ଼ିଆରେ ପହଞ୍ଚିଥିଲେ। ସେଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ କଳାହାଣ୍ଡି ଏମ୍‌ପି ପ୍ରାର୍ଥିନୀ ମାଳବିକା କେଶରୀ ଦେଓ ଓ ଜୁନାଗଡ଼ ବିଧାୟକ ପ୍ରାର୍ଥୀ ମନୋଜ ମେହେରଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଥିଲେ। ସେହିପରି ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ଆଣିବାକୁ ଲୋକଙ୍କୁ ନିବେଦନ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+