ମୋଦକ ଚୋରି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପ୍ରତିକ୍ରିୟା। ମୋଦକ ଚୋରି ଘଟଣାରେ ମୁହଁ ଖୋଲିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ କହିଲେ ଅରବିନ୍ଦ ପାଢୀ ।ବାଡ଼ଗ୍ରାହୀଙ୍କ ଅଭିଯୋଗକ୍ରମେ ତଦନ୍ତ କରାଯାଉଛି। ଗୁପ୍ତନୀତି ସମ୍ପର୍କରେ ବାହାରେ ଆଲୋଚନା କରିବା ଠିକ୍ ନୁହେଁ।