ରଥଯାତ୍ରା ପ୍ରସ୍ତୁତିକୁ ନେଇ ପୁରୀରେ ମୁଖ୍ୟମନ୍ତ୍ରୀ, ୨ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ

ରଥଯାତ୍ରା ପ୍ରସ୍ତୁତିକୁ ନେଇ ପୁରୀରେ ମୁଖ୍ୟମନ୍ତ୍ରୀ । ପୁରୀ ପୌର ସଦନଠାରେ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି । ଆଇନ ମନ୍ତ୍ରୀଙ୍କ ସମେତ ବହୁ ମନ୍ତ୍ରୀ ଉପସ୍ଥିତ । ମୁଖ୍ୟ ଶାସନ ସଚିବ, ଡିଜିପି ଓ ଅଗ୍ନିଶମ ଡିଜି ଉପସ୍ଥିତ ।
ପୁରୀ ଜିଲ୍ଲାର ସମସ୍ତ ବିଧାୟକ ଓ ୨ ସାଂସଦ ଉପସ୍ଥିତ । ପରିମଳ, ସ୍ବାସ୍ଥ୍ୟ, ସୁରକ୍ଷା ଓ ଗମନାଗମନ ନେଇ ସମୀକ୍ଷା। ଶୃଙ୍ଖଳିତ ନୀତିକାନ୍ତି ଓ ସୁବ୍ୟବସ୍ଥିତ ଦର୍ଶନ ନେଇ ଆଲୋଚନା।

Rath Yatra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+