ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପତ୍ନୀଙ୍କ ସହ ମୁଖ୍ୟମନ୍ତ୍ରୀ
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ପତ୍ନୀ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଥିଲେ ।ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ।

ରାଷ୍ଟ୍ରପତି ଏବେ ଓଡିଶା ଗସ୍ତରେ ଆସିଛନ୍ତି । ଏହି ସମୟରେ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ସ୍ଥିତ ନିଜ ବାସଭବନରେ ଭେଟିଥିଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ପତ୍ନୀ ଡ଼ଃ ପ୍ରିୟଙ୍କା ମାର୍ଣ୍ଡି ମଧ୍ୟ ଭେଟିଥିଲେ ।
More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ







Click it and Unblock the Notifications