ଧନତେରସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଧନତେରସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ । ପ୍ରତ୍ୟେକ ପରିବାର ସୁଖ, ଶାନ୍ତି, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଲାଭ କରୁ। ଚାଷୀ, ଶ୍ରମିକ, ମହିଳା ଓ ଯୁବପିଢ଼ିଙ୍କ ପାଇଁ ସଫଳତାର ନୂଆ ଦ୍ୱାର ଉନ୍ମୁକ୍ତ ହେଉ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଧନତେରସର ଶୁଭେଚ୍ଛା ଓ ଶୁଭକାମନା । ପବିତ୍ର ଅବସରରେ ସମସ୍ତଙ୍କ ସୁଖ, ସୌଭାଗ୍ୟ ଓ ସ୍ୱାସ୍ଥ୍ୟ କାମନା କରୁଛି । ଭଗବାନ ଧନ୍ୱନ୍ତରୀ ସମସ୍ତଙ୍କ ଉପରେ ଆଶୀର୍ବାଦ ବର୍ଷା କରନ୍ତୁ କହିଲେ ମୋଦି।

Chief Minister and Prime Minister extend greetings on the occasion of Dhanteras
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+