Get Updates
Get notified of breaking news, exclusive insights, and must-see stories!

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଶୋକସନ୍ତପ୍ତ ପରିବାକୁ ସାହସ ଓ ଶକ୍ତି ପ୍ରଦାନ କରନ୍ତୁ।
ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓଙ୍କ ଶୋକପ୍ରକାଶ କରିଛନ୍ତି । ୨୦୦୪ ରୁ ୨୦୦୯ ଯାଏଁ କୋରେଇର ବିଧାୟିକା ଥିଲେ ସଞ୍ଚିତା ମହାନ୍ତି ।

MOHAN MAJHI

ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ୨୦୦୪ ମସିହାରେ ଓଡ଼ିଶା ବିଧାନସଭାକୁ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ହୋଇ ନିର୍ବାଚିତ ହୋଇଥିଲେ । ସଞ୍ଜିତା ମହାନ୍ତି ୧୯୫୮ ମସିହାର ସେପ୍ଟେମ୍ବର ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସେ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର କରିଥିଲେ ଏବଂ ଓଡ଼ିଶୀ ନୃତ୍ୟରେ ସ୍ନାତକତ୍ତୋର କରିଥିଲେ । ପରବର୍ତ୍ତୀ ସମୟରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆଇନ ପଢ଼ି ସେ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳର ଜଣେ କର୍ମୀ ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ ।

ଏହାପରେ ସଞ୍ଚିତା ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ପାଇଁ ହୋଇଥିବା ସାଧାରଣ ନିର୍ବାଚନରେ ପୁଣିଥରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୬,୧୦୧ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+