ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ସ୍ୱତନ୍ତ୍ର 'ରେୟାର ଆର୍ଥ କରିଡର' ପ୍ରତିଷ୍ଠା କରାଯିବ। ୨୦୨୫ ନଭେମ୍ବରରେ ଆରମ୍ଭ ହୋଇଥିବା 'ରେୟାର ଆର୍ଥ ପରମାନେଣ୍ଟ ମ୍ୟାଗ୍ନେଟ୍' ଯୋଜନାକୁ ଏହି ନୂତନ ପଦକ୍ଷେପ ଆହୁରି ସୁଦୃଢ଼ କରିବ।

ବଜେଟ୍ ଉପସ୍ଥାପନ ପରେ କଣ କହିଲେ ଅମିତ ଶାହା
ବଜେଟ୍ରେ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି। ତେବେ ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏ ନେଇ ସେ ତାଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି। କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି। ପରିବେଶ ସମ୍ମତ କାର୍ଗୋ ପରିବହନ ପ୍ରୋତ୍ସାହନ ପାଇଁ ବଡ଼ ପଦକ୍ଷେପ ନିଆଯାଇଛି।
NW-5 ଦ୍ୱାରା ତାଳଚେର ଓ ଅନୁଗୋଳ ଖଣିଜ-ସମୃଦ୍ଧ ଅଞ୍ଚଳ ସଂଯୋଗ ହେବ। କଳିଙ୍ଗ ନଗର ଭଳି ଶିଳ୍ପ କେନ୍ଦ୍ରଗୁଡ଼ିକୁ ମଧ୍ୟ ସଂଯୋଗ କରାଯିବ। ଏହି ଜଳମାର୍ଗ ପାରାଦୀପ ଓ ଧାମରା ବନ୍ଦର ସହିତ ସଂଯୋଗ କରିବ। ଏହା ଦ୍ୱାରା ଲଜିଷ୍ଟିକ୍ସ ଦକ୍ଷତା, ଶିଳ୍ପ ବିକାଶକୁ ପ୍ରୋତ୍ସାହନ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି।
-
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ, ୧୦ ରୋଗୀଙ୍କ ମୃତ୍ୟୁ ସୂଚନା -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନନ୍ଦନକାନନ ଆଗୁଆ ପଦକ୍ଷେପ: ଲଗାଯିବ କୁଲର ଓ ଫ୍ୟାନ -
ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ; ୧୨ଟା ଯାଏଁ ଗୃହ ମୁଲତବି -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ , ଯାତାୟାତ ବନ୍ଦ ପାଇଁ ସୂଚନା ଦେଲେ ପୁରୀ ଏସ୍ପି -
ରାଜ୍ୟସଭା ନିର୍ବାଚନ ଭୋଟିଂ: ପାରାଦୀପ ଛାଡିଲେ ବିଜେପି ବିଧାୟକ -
ଦୋକାନରେ ଶୋଇଥିବା ବେଳେ ବାପପୁଅ ଜୀବନ୍ତ ଦଗ୍ଧ,ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ -
SCB ଅଗ୍ନିକାଣ୍ଡ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କଲେ ମୁଖ୍ୟମନ୍ତ୍ରୀ -
ଅଲିଭ ରିଡ୍ଲେଙ୍କ ଗଣ ଅଣ୍ଡାଦାନ ଆରମ୍ଭ -
ଡିଜିପିଙ୍କ ନିକଟରେ ୧୧ ମାଓବାଦୀଙ୍କ ଆତ୍ମସମର୍ପଣ









Click it and Unblock the Notifications