ପାଗ ଖରାପ ଯୋଗୁ ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ । ପାଗ ଖରାପ ଯୋଗୁ ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱରରେ ନ ଓହ୍ଲାଇ କୋଲକାତା ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ବିମାନରେ ନୂଆଦିଲ୍ଲୀରୁ ଭୁବନେଶ୍ୱର ଫେରୁଥିଲେ ମୁଖ୍ୟମନ୍ତ୍ରୀ । ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Chief Minister could not land at Bhubaneswar
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+