Get Updates
Get notified of breaking news, exclusive insights, and must-see stories!

୧୧ଟି ବିଭାଗ ୧୫୪୩ଜଣ ଶାୟୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଆଶାୟୀଙ୍କୁ ଚାକିରି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରାୟ ୧୧ଟି ବିଭାଗ ୧୫୪୩ଜଣଙ୍କୁ ନିଯୁକ୍ତି ମିଳିଛି । ଭୁବନେଶ୍ବର ରେଲଓ୍ବେ ଅଡିଟୋରିୟମ ହଲରେ ହୋଇଥିବା ଓରିଏଣ୍ଟେସନ କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗରେ ଚୟନ ହୋଇଥିବା ଆଶାୟୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି ।

Chief Minister

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗ, ଅର୍ଥ ବିଭାଗ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ, ସମବାୟ ବିଭାଗ, ପର୍ଯ୍ୟଟନ ବିଭାଗ, ସ୍ୱରାଷ୍ଟ୍ର ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଯୋଜନା ଓ ସଂଯୋଜନା ବିଭାଗର ମୋଟ ୧୫୪୩ଜଣଙ୍କୁ ନିଯୁକ୍ତିପତ୍ର ମିଳିଛି । ଏଥିରୁ ଗଣଶିକ୍ଷା ବିଭାଗରେ ୭୫୫, ୩୮୨ଜଣଙ୍କୁ ଓଡ଼ିଶା ସିଭିଲ ସର୍ଭିସ ଓ ୧୪ଜଣଙ୍କୁ ଅନ୍ୟ ବିଭାଗରେ ରହିଛି । ସେହିପରି ୩୯୨ ଜଣଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ନିଯୁକ୍ତି ମିିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+