କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ। ୬୨ ପିଜି ସିଟ୍‌ ବୃଦ୍ଧିକୁ ନେଇ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୬ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ସିଟ୍‌ ବୃଦ୍ଧିକୁ ନେଇ କୃତଜ୍ଞତା ଜଣାଇଲେ। ଏହା ପଶ୍ଚିମ ଓଡ଼ିଶାର ମେଡିକାଲ ଶିକ୍ଷା ପାଇଁ ମାଇଲଖୁଣ୍ଟ କହିଲେ ମୁଖ୍ୟମନ୍ତ୍ରୀ।

mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+