ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ; ଚିଟ୍ଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା
ଚିଟପଣ୍ଡ୍ ଟଙ୍କା ଫେରସ୍ତ ନେଇ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ ଚାଲିଛି । ବିଧାନସଭାରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରିବେ' । ପ୍ରକ୍ରିୟାକୁ ସରଳୀକରଣ ପାଇଁ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛୁ'' । ଏଯାବତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ ହୋଇଛି। ଅବଶିଷ୍ଟ ଜମାକାରୀଙ୍କୁ ଫେରସ୍ତ ପାଇଁ ତ୍ବରିତ ପଦକ୍ଷେପ ନିଆଯାଉଛି ।













Click it and Unblock the Notifications