ମୁଖ୍ୟମନ୍ତ୍ରୀ ଦେଲେ ବଡ ସୂଚନା ; କହିଲେ ଗଠନ ହେବ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ (SODC)

ଜୟପୁରରେ 'ସୁଭଦ୍ରା' ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ (SODC) ହେବାକୁ ଯାଉଛି । ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ବରେ ଏନେଇ ଟାସ୍କ ଫୋର୍ସ ଗଠନ ହୋଇଛି । ପୂର୍ବ ସରକାର ଦକ୍ଷିଣ ଓଡ଼ିଶା ବିକାଶକୁ ଗୁରୁତ୍ବ ଦେଉ ନଥିଲେ ।

Chief Minister

ଆମ ସରକାର ସବୁ ଅଞ୍ଚଳର ବିକାଶକୁ ଗୁରୁତ୍ବ ଦେଉଛନ୍ତି । ରତ୍ନଗର୍ଭା କୋରାପୁଟର ବିକାଶ ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ । ୭୬୨ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭ ଉଦ୍‌ଘାଟନ ହୋଇଛି । ବିଶେଷକରି ୪ଟି ବର୍ଗ- ଗରିବ, ମହିଳା, କୃଷକ, ଯୁବକଙ୍କ ବିକାଶକୁ ଗୁରୁତ୍ବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+