ଆକ୍ସନ ମୁଡ଼ରେ ମୁଖ୍ୟମନ୍ତ୍ରୀ , ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

mohan charan majhi

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମିଗୁଡ଼ିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବରଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ।

ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟିଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+