ସମୃଦ୍ଧ ଓଡ଼ିଶା ୨୦୩୬ କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ସମୃଦ୍ଧ ଓଡ଼ିଶା ୨୦୩୬ କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ । ଉତ୍କଳ ଚ୍ୟାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ ଆନୁକୂଲ୍ୟରେ ଉଦ୍ଘାଟିତ । ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ନେଇ ଶିଳ୍ପ ବିଭାଗର ଭିଜନ୍ । ୨୦୩୬ରେ ଓଡ଼ିଶାର ଅର୍ଥନୀତି ୫୦୦ ବିଲିୟନ୍ରେ ପହଞ୍ଚାଇବା ଲକ୍ଷ୍ୟ ।













Click it and Unblock the Notifications