ଆମ ସାଥୀ ୟୁନିଫାଏଡ୍ ହ୍ବାଟ୍ସଆପ୍ ବଟ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, ଏଣିକି ହାତ ପାଆନ୍ତରେ ମିଳିବ ରାଜସ୍ବ ସେବା
ଆମ ସାଥୀ ୟୁନିଫାଏଡ୍ ହ୍ବାଟ୍ସଆପ୍ ବଟ' ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । ଏଣିକି ହାତ ପାଆନ୍ତରେ ମିଳିବ ରାଜସ୍ବ ସେବା। ଆଉ ବାରମ୍ବାର ତହସିଲକୁ ଦୌଡ଼ିବାକୁ ପଡ଼ିବ ନାହିଁ । 9437292000 ହ୍ବାଟ୍ସଆପ୍ ନଂରେ ରାଜସ୍ବ ସେବା ପାଇହେବ। ୫୭ ଟି ଉପ ନିବନ୍ଧନ କାର୍ଯ୍ୟାଳୟର ମଧ୍ୟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ।

More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ






Click it and Unblock the Notifications