ଦିଲୀପଙ୍କୁ ନେଇ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ,କହିଲେ ସ୍ପଷ୍ଟ ସଂଖ୍ୟା ନଥିଲେ ବି ସେ ସ୍ୱାଧୀନ ଭାବେ ବିଜୟୀ ହେବେ

ଦିଲ୍ଲୀପ ରାୟ ଜଣେ ବିଚକ୍ଷଣ ଓ ବୁଦ୍ଧି ସମ୍ପନ୍ନ ରାଜନେତା କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିଜସ୍ୱ ଶକ୍ତି ବଳରେ ରାଜ୍ୟସଭାକୁ ଯିବାର ନଜିର ରହିଛି । ଆମ ଦଳର ସଭାପତି ଦିଲ୍ଲୀପଙ୍କୁ ସମର୍ଥନ ଘୋଷଣା କରି ସାରିଛନ୍ତି । ସ୍ପଷ୍ଟ ସଂଖ୍ୟା ନଥିଲେ ବି ସେ ସ୍ୱାଧୀନ ଭାବେ ବିଜୟୀ ହେବେ । ସଭାପତି ମନମୋହନ ସାମଲ, ସାଂସଦ ସୁଜିତ କୁମାର ଆମର ପ୍ରାର୍ଥୀ । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ଗୃହ ମନ୍ତ୍ରୀ ଅମିତ ସାହ, ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ କୃତଜ୍ଞତା ଜଣାଇଛନ୍ତି ।

mohan mjahi

ସ୍ୱାଧୀନ ପ୍ରାର୍ଥୀ ହେବା ନେଇ ବରିଷ୍ଠ ନେତା ଦିଲୀପ ରାୟ ଘୋଷଣା କରିଛନ୍ତି। ସେ ୫ ତାରିଖରେ ନାମାଙ୍କନ ଭରିପାରନ୍ତି। ଏନେଇ ଦିଲୀପ କହିଛନ୍ତି, ମୁଁ ଏନେଇ ରାଜ୍ୟ ଓ କେନ୍ଦ୍ର ନେତୃତ୍ୱଙ୍କ ସହ ଆଲୋଚନା କରିଛି। ତେବେ ପୂର୍ୱରୁ ଥରେ ବିଜେଡିକୁ ଚକମା ଦେଇ ରାଜ୍ୟ ସଭା ଯିବାର ଅଭିଜ୍ଞତା ରହିଛି। ଆଲୋଚନା ହେଉଛି କି ଦିଲୀପଙ୍କୁ ଭାଜପା ସମର୍ଥନ କରିପାରେ । କୁହାଯାଉଛି ଯେ ଦତ୍ତେଶ୍ୱରଙ୍କ ସହ ଦିଲୀପଙ୍କ ହୋଇପାରେ ଜୋରଦାର ଲଢେଇ। ରାଜ୍ୟ ସଭାର ୪ର୍ଥ ଆସନରେ ହୋଇପାରେ ରୋଚକ ଲଢେଇ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+