ମୁଖ୍ୟମନ୍ତ୍ରୀ ବଡ ଘୋଷଣା, ଚିଟ୍‌ଫଣ୍ଡ ଜମାକାରୀଙ୍କୁ ମିଳିବ ଟଙ୍କା

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କୁ ଟଙ୍କା ମିଳିବ କହିଲେ ମୁଖ୍ୟମନ୍ତ୍ରୀ । 'ଗତ ଏକ ବର୍ଷରେ ୧ ଲକ୍ଷ ୨୬ ହଜାର ୧୩୭ ଜଣଙ୍କୁ ଟଙ୍କା ଦିଆଯାଇଛି । ୧ ଲକ୍ଷ ୨୬ ହଜାର ୧୩୭ ଜମାକାରୀଙ୍କୁ ୪୭.୦୭ କୋଟି ଟଙ୍କା ଫେରିଛି' । ଆସନ୍ତା ୩, ୪ ମାସ ଭିତରେ ଆଉ ୫ ଲକ୍ଷ ଜମାକାରୀ କ୍ଷତିପୂରଣ ପାଇବେ' ।

mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+