ଝାଡଖଣ୍ଡ ନିର୍ବାଚନ ପ୍ରଚାର ମଇଦାନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ଆଜି ସରୁଛି ପ୍ରଚାର । ଆଜି ଶେଷ ଦିନରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେଠାରେ ରହୁଥିବା ଓଡ଼ିଆ ଭାଷାଭାଷୀ ଏବଂ ଆଦିବାସୀ ସଂପ୍ରଦାୟର ଲୋକଙ୍କ ପାଇଁ ପ୍ରଚାର କରିବେ । ଆଜି ଏକ ସ୍ୱତନ୍ତ୍ର ଵିମାନରେ ରାଉରକେଲାରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ରାଉରକେଲା ଷ୍ଟିଲ ପ୍ଲାଣ୍ଟ ଏରୋଡ୍ରମରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।

Jharkhand Assembly Election 2024

ରାଉରକେଲାରୁ ସିଧାସଳଖ ଝାଡ଼ଖଣ୍ଡ ଗସ୍ତ କରିଛନ୍ତି ମୋହନ ମାଝୀ । ପୂର୍ବରୁ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ନଭେମ୍ବର ୮ ତାରିଖରୁ ତିନିଦିନିଆ ଗସ୍ତରେ ଯାଇ ଝାଡ଼ଖଣ୍ଡରେ ପ୍ରଚାର କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+