Get Updates
Get notified of breaking news, exclusive insights, and must-see stories!

ଇଂରାଜୀ ନବ ବର୍ଷ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ନୂଆବର୍ଷ ୨୦୨୬ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ । "ନୂଆବର୍ଷର ପ୍ରଥମ ଦିନ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ଏହି ଦିନ ମୋର କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ । ନିୟମିତ ଭାବେ ସରକାରୀ କାର୍ଯ୍ୟ ହେବ । ତେଣୁ ମୋର କାର୍ଯ୍ୟାଳୟକୁ ନୂଆବର୍ଷର ଅଭିନନ୍ଦନ କିମ୍ବା ଶୁଭେଚ୍ଛା ଜଣାଇବା ପାଇଁ କେହି ନ ଆସିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । " ସରକାରୀ କର୍ମଚାରୀମାନେ ମଧ୍ୟ ଅଫିସ ସମୟରେ ଶୁଭେଚ୍ଛା ଓ ଅଭିନନ୍ଦନ କାର୍ଯ୍ୟକ୍ରମରେ ସାମିଲ ନ ରହି, ଅଫିସ୍ କାର୍ଯ୍ୟ ଉପରେ ଗୁରୁତ୍ୱ ପ୍ରଦାନ କରିବାକୁ ଅନୁରୋଧ କରିଛନ୍ତି ।

Mohan Charan Majhi

ଓଡ଼ିଶାର ଜନସାଧାରଣ ତଥା ମୋର ଶୁଭାକାଂକ୍ଷୀଙ୍କ ସଦିଚ୍ଛା ମୋ ସହିତ ସବୁବେଳେ ରହିଆସିଛି । ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ କୃତଜ୍ଞ ବୋଲି କହିଛନ୍ତି । ମୋର ସରକାରୀ ବାସଭବନକୁ ଯେଉଁମାନେ ଶୁଭେଚ୍ଛା ଜଣାଇବାକୁ ଆସିବେ । ସମସ୍ତଙ୍କୁ ନିବେଦନ, କୌଣସି ଉପହାର କିମ୍ବା ପୁଷ୍ପଗୁଚ୍ଛ ଧରି ଆସିବେ ନାହିଁ । କେବଳ ଆପଣଙ୍କ ସଦିଚ୍ଛା ଓ ଆଶୀର୍ବାଦ ମୋର ଏକାନ୍ତ କାମ୍ୟ । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣ ସମସ୍ତଙ୍କର ମଙ୍ଗଳ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+