ଦୁର୍ଗାପୂଜା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ଗାପୂଜା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, "ଯା ଦେବୀ ସର୍ବଭୂତେଷୁ ଶକ୍ତି ରୂପେଣ ସଂସ୍ଥିତା | ନମସ୍ତସ୍ୟୈ ନମସ୍ତସ୍ୟୈ ନମସ୍ତସ୍ୟୈ ନମୋ ନମଃ |

mohan
ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଜଗତଜନନୀ ମା' ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।
ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଜଗତଜନନୀ ମା' ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+