ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ । ଶନିବାରଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ।
ଶନିବାରଠାରୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ହେବାକୁ ଥିବା ସରକାରୀ ଏବଂ ବେସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।













Click it and Unblock the Notifications