ସହିଦ୍‌ ବାଜି ରାଉତଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଜି ସହିଦ୍ ବାଜି ରାଉତଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ବିଧାନସଭା ପରିସରରେ ଥିବା ବାଜି ରାଉତଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ବିଧାୟକ ବାବୁ ସିଂ, ଅନନ୍ତ ନାରାୟଣ ଜେନା , ଯୁବ ନେତା ଜଗନ୍ନାଥ ପ୍ରଧାନଙ୍କ ସମେତ ବହୁ ଅଧିକାରୀ ଏବଂ ସାମାଜିକ କର୍ମୀ ମଧ୍ୟ ଯୋଗଦେଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ମାତ୍ର ୧୨ବର୍ଷ ବୟସରେ ଦେଶପାଇଁ ପ୍ରାଣବଳି ଦେଇ ଇତିହାସ ସୃଷ୍ଟି କରିଥିବା ଶହୀଦ ବୀର ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଭକ୍ତିପୂତ ପ୍ରଣାମ। ସେପଟେ ସହିଦଙ୍କ ଗାଁ ଢେଙ୍କାନାଳ ନୀଳକଣ୍ଠପୁର ଭୁବନରେ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ପାଳନ କରାଯିବ।

mohan
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+