Get Updates
Get notified of breaking news, exclusive insights, and must-see stories!

ତିନି ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାରୁ ଆହୁରି ଆସିବ ପୁଞ୍ଜି । ତିନି ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଶ୍ଚିମବଙ୍ଗରେ ଆୟୋଜିତ ହେବାକୁ ଥିବା ଇନ୍‌ଭେଷ୍ଟର ମିଟରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।

ସେହିପରି ମୁଖ୍ୟମନ୍ତ୍ରୀ ସହିତ ଶିଳ୍ପ ମନ୍ତ୍ରୀ ଓ ଶିଳ୍ପ ସଚିବ ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି । ଏହାବ୍ୟତୀତ ବରିଷ୍ଠ ଅଧିକାରୀମାନେ ମଧ୍ୟ ପଶ୍ଚିମବଙ୍ଗ ଗସ୍ତରେ ଯିବେ । ଶୁକ୍ରାବର ଅନୁଷ୍ଠିତ ହେବାକୁ ଥିବା ଇନ୍‌ଭେଷ୍ଟର ମିଟରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ସମେତ ମନ୍ତ୍ରୀ ଓ ଅଧିକାରୀ । ପୂର୍ବରୁ ହାଇଦ୍ରାବାଦ୍ରେ ଅନୁଷ୍ଠିତ ହୋଇଥିଲା ଇନ୍ଷ୍ଟେଟର ମିଟ୍ । ଯେଉଁଥିରେ ମୁଖ୍ୟମନ୍ତ୍ରୀ, ଶିଳ୍ପମନ୍ତ୍ରୀ ସମେତ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ । ଏହି ଇଇନ୍‌ଭେଷ୍ଟର ମିଟରେ ୬୭ ହଜାର କୋଟି ଟଙ୍କାର ପୁଞ୍ଜି ଓଡ଼ିଶାକୁ ଆସିଥିଲା ।

mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+