୨୭ଟି ନୂଆ ଶିଳ୍ପ ପ୍ରକଳ୍ପର ଭିଭିପୁସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୭ଟି ନୂଆ ଶିଳ୍ପ ପ୍ରକଳ୍ପର ଭିଭିପୁସ୍ତର ସ୍ଥାପନ କରିବେ। ଏହି ଶିଳ୍ପ ପ୍ରତିଷ୍ଠା ବାବଦରେ ୨୫ ହଜାର ୩୮୦ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଯାହା ଦ୍ୱାରା ରାଜ୍ୟରେ ପାଖାପାଖି ୫୨ ହଜାର ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୭ଟି ନୂଆ ଶିଳ୍ପ ପ୍ରକଳ୍ପର ଭିଭିପୁସ୍ତର ସ୍ଥାପନ କରିବେ। ଏହି ଶିଳ୍ପ ପ୍ରତିଷ୍ଠା ବାବଦରେ ୨୫ ହଜାର ୩୮୦ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଯାହା ଦ୍ୱାରା ରାଜ୍ୟରେ ପାଖାପାଖି ୫୨ ହଜାର ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଆଜି ଓୟୁଏଟି କୃଷି ଶିକ୍ଷା ସଦନରେ ଅନୁଷ୍ଠିତ ହେବାକୁ ଥିବା ଏହି ଶିଳ୍ପ ପ୍ରକଳ୍ପର ଭିଭିପ୍ରସ୍ତର ସ୍ଥାପନ ଉତ୍ସବରେ ମୁଖ୍ୟମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ଯୋଗ ଦେବେ। ଏହି ଶିଳ୍ପ ପ୍ରକଳ୍ପଗୁଡ଼ିକ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରତିଷ୍ଠା ହେବ। ଝାରସୁଗୁଡ଼ା, ଗଞ୍ଜାମ, ଖୋର୍ଦ୍ଧା, କୋରାପୁଟ, ଅନୁଗୁଳ, ସୁନ୍ଦରଗଡ଼, ଭଦ୍ରକ, ପୁରୀ, କଟକ ଏବଂ ସମ୍ବଲପୁର ଜିଲ୍ଲାରେ ସ୍ଥାପନ ହେବ |

Chief Minister Mohan Charan Majhi to inaugurate 27 new industrial projects

ଆଜି ଓୟୁଏଟି କୃଷି ଶିକ୍ଷା ସଦନରେ ଅନୁଷ୍ଠିତ ହେବାକୁ ଥିବା ଏହି ଶିଳ୍ପ ପ୍ରକଳ୍ପର ଭିଭିପ୍ରସ୍ତର ସ୍ଥାପନ ଉତ୍ସବରେ ମୁଖ୍ୟମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ଯୋଗ ଦେବେ। ଏହି ଶିଳ୍ପ ପ୍ରକଳ୍ପଗୁଡ଼ିକ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରତିଷ୍ଠା ହେବ। ଝାରସୁଗୁଡ଼ା, ଗଞ୍ଜାମ, ଖୋର୍ଦ୍ଧା, କୋରାପୁଟ, ଅନୁଗୁଳ, ସୁନ୍ଦରଗଡ଼, ଭଦ୍ରକ, ପୁରୀ, କଟକ ଏବଂ ସମ୍ବଲପୁର ଜିଲ୍ଲାରେ ସ୍ଥାପନ ହେବ |

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+