ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ବରିଷ୍ଠ ନାଗରିକଙ୍କୁ ଶିରିଡ଼ି ବୁଲା‌ଇବେ ଓଡ଼ିଶା ସରକାର। ଏଥିଲାଗି ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ଚଳାଚଳ କରିବ। ଏହି ସତନ୍ତ୍ର ଟ୍ରେନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ରେଳ ଷ୍ଟେସନରେ ଉଦଘାଟନ କରିବେ ବୋଲି ଜଣାଯାଇଛି।

ବରିଷ୍ଠ ନାଗରିକଙ୍କୁ ଶିରିଡ଼ି ବୁଲା‌ଇବେ ଓଡ଼ିଶା ସରକାର । ଏଥିଲାଗି ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ଚଳାଚଳ କରିବv। ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଆଧ୍ୟାତ୍ମିକ ଯାତ୍ରା ଶ୍ରଦ୍ଧାଳୁଙ୍କୁ ଦିବ୍ୟ ଅନୁଭୂତି ପ୍ରଦାନ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

Chief Minister Mohan Charan Majh

ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଆଧ୍ୟାତ୍ମିକ ଯାତ୍ରା ଶ୍ରଦ୍ଧାଳୁଙ୍କୁ ଦିବ୍ୟ ଅନୁଭୂତି ପ୍ରଦାନ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+