ଆଜି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସଂକ୍ଷିପ୍ତ ଗସ୍ତରେ କେନ୍ଦୁଝରକୁ ଆସିବାର କାର୍ଯ୍ୟକ୍ରମ ରହିଛି। ରବିବାର ୧୦ଟା୧୦ରେ ଧରଣୀଧର ମେଡିକାଲ କଲେଜରେ ଆୟୋଜିତ ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ)ର ୭୪ତମ ବାର୍ଷିକ ରାଜ୍ୟ ସମ୍ମିଳନୀରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦ୍‌ଘାଟନ କରିବେ ।

mohan majhi

ଏହି କାର୍ଯ୍ୟକ୍ରମରେ ୧ଘଣ୍ଟା ୧୦ମିନିଟ ରହିବା ପରେ ହେଲିକପ୍ଟରରେ ପୂର୍ବାହ୍ନ ୧୧ଟା୩୦ରେ ମୁଖ୍ୟମନ୍ତ୍ରୀ କଟକ ଅଭିମୁଖେ ବାହାରିବେ ବୋଲି ସୂଚନା ମିଳିଛି।
ମଧ୍ୟାହ୍ନ ୧୨ଟା ୩୦ରେ କଟକ ବାଲିଯାତ୍ରା ପଡିଆରେ ମୁଖ୍ୟମନ୍ତ୍ରୀ ଅବତରଣ କରିବା ପରେ ୧୨ଟା ୪୦ରେ ବାରବାଟୀ ଷ୍ଟାଡିୟମ ଅଭିମୁଖେ ଯାତ୍ରା କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+