ଆସନ୍ତା ସୋମବାର ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ସୋମବାର ଅଗଷ୍ଟ ୫ ତାରିଖ ଦିର ୧୧ଟାରୁ ୟୁନିଟ୍‌-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧା ଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ଏହି ଅଭିଯୋଗ ଶୁଣାଣି ପାଇଁ ଞ୍ଜୀକରଣ ସେହି ଦିନ ସକାଳ ୮ ଘଟିକାରୁ ୧୨ ଘଟିକା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ହେବ ।

mohan majhi

ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସଂପର୍କରେ ରାଜ୍ୟର ସମସ୍ତ ଜନସାଧାରଣଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+