ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଘୋଷଣା
ଖୁବଶୀଘ୍ର ରାଉରକେଲା ବିମାନବନ୍ଦର ଓ ଷ୍ଟିଲ୍ ପ୍ଲାଣ୍ଟର ହେବ ସମ୍ପ୍ରସାରଣ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଘୋଷଣା। ଏନେଇ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ଥିବା କହିଲେ ମୁଖ୍ୟମନ୍ତ୍ରୀ । 'ବିମାନବନ୍ଦରକୁ କାଟାଗୋରୀ-Cକୁ ବୃଦ୍ଧି କରିବାକୁ ଯୋଜନା ଚାଲିଛି ।












Click it and Unblock the Notifications