ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଦିଲ୍ଲୀସ୍ଥିତ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ମୁଖ୍ୟମନ୍ତ୍ରୀ ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

mohan chaaran majhi

ସକାଳ ୯ଟାରେ ରାଜଘାଟରେ ପହଞ୍ଚି ମହାତ୍ମାଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।

ପରେ ପୂର୍ବାହ୍ନ ୧୧ଟାରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ତାଙ୍କ ବାସଭବନରେ ଭେଟିବାର କାର୍ୟ୍ୟକ୍ରମ ରହିଛି। ସେହିପରି ଦିନ ୧ଟାରେ ତ୍ୟାଗରାଜ ନଗରରେ ଥିବା ଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ସଂଧ୍ୟାରେ ପ୍ରବାସୀ ଓଡ଼ିଆଙ୍କ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଯୋଗଦେବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+