୭ ନୂଆ ମ୍ୟୁନିସପାଲିଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଆଜି ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସହିତ ବରଗଡ଼ ଜିଲ୍ଲାର ସହେଲା, କଟକ ଜିଲ୍ଲାର ବଡ଼ମ୍ବା, ନରସିଂହପୁର ଏବଂ ସାଲେପୁରକୁ ଏନଏସି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

mohan

ଏହାସହିତ ଢେଙ୍କାନାଳ ଜିଲ୍ଲାର ଗଁନ୍ଦିଆ, ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ଏବଂ ପାତ୍ରପୁର, ଯାଜପୁର ଜିଲ୍ଲାର ଚଣ୍ଡୀଖୋଲ, କଳାହାଣ୍ଡି ଜିଲ୍ଲାର ନର୍ଲା ଏବଂ ଜୟପାଟଣା, ଖୋର୍ଦ୍ଧା ଜିଲ୍ଲାରୁ ଟାଙ୍ଗୀ, କୋରାପଟୁ ଜିଲ୍ଲାର ବୋରିଗୁମ୍ମା, ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା, ଯଶୀପୁର ଓ ରାସଗୋବିନ୍ଦପୁରକୁ ନୂଆ ଏନଏସି ଭାବେ ଘୋଷଣା କରାଯାଇଛି । ସେହିପରି ବର୍ତ୍ତମାନ ଏନଏସି ଥିବା ମୟୂରଭଞ୍ଜର କରଞ୍ଜିଆକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରାଯାଇଛି । ଏହାସହ ବୌଦ୍ଧ ଜିଲ୍ଲାର ବୌଦ୍ଧ, ଗଞ୍ଜାମ ଜିଲ୍ଲାର ସର୍ବାଧିକ ଭଞ୍ଜନଗର, ଆସ୍କା, ଛତ୍ରପୁର, କବିସୂର୍ଯ୍ୟନଗର ଓ ପୋଲସରାକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+