ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଡାକିଲେ ଗୁରୁତ୍ବପୂର୍ଣ୍ଣ ବୈଠକ

ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗର ଆଲୋଚନା ନେଇ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ଵପୂର୍ଣ୍ଣ ବୈଠକ। ଏହି ବୈଠକ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ​‌ହେବା ନେଇ ସୂଚନା ମିଳିଛି। ଏହି ବୈଠକରେ ବିଧାୟକ ଓ ମନ୍ତ୍ରୀ ରହିବା ନେଇ ଜଣାପଡିଛି। ସୃତ୍ରରୁ ଜଣାପଡିଛି ଯେ ବିଜେପି ଆଜି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିବାର ସମ୍ଭାବନା ରହିଛି।

MOHAN MAJHI
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+