Get Updates
Get notified of breaking news, exclusive insights, and must-see stories!

ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ । ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସହ ହୋଲି ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୋଲିସ ଡିଜି ୱାଇବି ଖୁରାନିଆ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ହୋଲି ଖେଳିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦେହରେ ରଙ୍ଗ ମାରିବା ସହ ମିଠା ଖୁଆଇ ଉତ୍ସବ ପାଳିଛନ୍ତି ।

holi

ଏଥିସହ ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ଭାତୃତ୍ବ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରି ଦେଉ । ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+