ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହୋଲି ହେଉଛି ଆନନ୍ଦ, ଉତ୍ସାହ ଏବଂ ଭାଇଚାରାର ପ୍ରତୀକ । ରଙ୍ଗର ଉତ୍ସବ ଜୀବନରେ ନୂତନ ଆଶା ଓ ସମ୍ଭାବନା ଭରିଦେଉ' । ମହାପ୍ରଭୁଙ୍କ ନିକଟରେ ସୁଖ, ଶାନ୍ତି ଏବଂ ସମୃଦ୍ଧି କାମନା କଲେ ମୁଖ୍ୟମନ୍ତ୍ରୀ ।













Click it and Unblock the Notifications