Mohan Majhi : ଇଂରାଜୀ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ମୁଖ୍ୟମନ୍ତ୍ରୀ ମୋହନ ମାଝି ଇଂରାଜୀ ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ ମିଡିଆ 'ଏକ୍ସ'ରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।













Click it and Unblock the Notifications