ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ; ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ
ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନବୀନ ବାବୁଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ନିବାସକୁ ଯାଇଛନ୍ତି। ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଚାରିବୁଝିଥିବା କୁହାଯାଉଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ନିବାସକୁ ଯାଇଛନ୍ତି। ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଚାରିବୁଝିଥିବା କୁହାଯାଉଛି। ଉଭୟଙ୍କ ମଧ୍ୟରେ ସାକ୍ଷାତ ସମୟରେ ନବୀନଙ୍କ ବଡ଼ଭାଇ ପ୍ରେମ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିବାର ସୂଚନା ରହିଛି।
ଉଭୟଙ୍କ ମଧ୍ୟରେ ସାକ୍ଷାତ ସମୟରେ ନବୀନଙ୍କ ବଡ଼ଭାଇ ପ୍ରେମ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିବାର ସୂଚନା ରହିଛି।












Click it and Unblock the Notifications