ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Odisha News: ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମୟରେ ଉଭୟଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବିଷୟରେ ଆଲୋଚନା ହୋଇଥିବା ନେଇ ସୂଚନା ରହିଛି । ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ସମୟର ଫଟୋ ପିଏମଓ ପକ୍ଷରୁ ସୋସିଆଲ ମିଡିଆରେ ସେୟାର କରାଯାଇଛି ।

Mohan Majhi

ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ଜାନୁଆରୀ ମାସରେ ପ୍ରଧାନମନ୍ତ୍ରୀ ଦୁଇ ଥର ଓଡ଼ିଶା ଗସ୍ତରେ ଆସିବେ । ତେବେ ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଏହି ସାକ୍ଷାତକାରକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି ।

ସୂଚନାଥାଉ ଯେ, ୫ ଦିନିଆ ରାଜସ୍ଥାନ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଏହି ସମୟରେ ଓଡ଼ିଶାର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବିଷୟରେ ଆଲୋଚନା କରାଯାଇଥିବା ନେଇ ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+