ନୂଆପଡ଼ାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଜୟ ଢୋଲକିଆଙ୍କ ପାଇଁ କରିବେ ପ୍ରଚାର
ନୂଆପଡ଼ାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୋଟମା ଏୟାରଷ୍ଟ୍ରିପ୍ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ପ୍ରଭାରୀ ବିଜୟପାଲ୍ ସିଂ ତୋମାର, ମନ୍ତ୍ରୀ ସୁରେଶ ପୂଜାରୀ ବି ପହଞ୍ଚିଲେ। ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିବେ।













Click it and Unblock the Notifications