ବିଧାନସଭାକୁ ଆସିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କିଛି ସମୟ ପରେ ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିବେ।