୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଯିବେ । ଉଭୟ କେନ୍ଦ୍ରୀୟ ନେତୃତ୍ବଙ୍କୁ ଭେଟି ଆଲୋଚନା କରିପାରନ୍ତି ।
ରାଜ୍ୟ କମିଟି ଗଠନ, ବୋର୍ଡ ନିଗମ ନିଯୁକ୍ତି ନେଇ ଆଲୋଚନା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି।













Click it and Unblock the Notifications