ଆସନ୍ତା ୧୩ରେ ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତା ୧୩ରେ ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ ତମ ଜୟନ୍ତୀ ଏକତା ଦୌଡ଼ରେ ସେ ସାମିଲ ହେବେ। ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼ ଅନୁଷ୍ଠିତ ହେବ। ତେବେ ନୀଳଗିରି ପରେ ଭୋଗରାଇ ଓ ବାଲେଶ୍ୱର ସହରରେ ମଧ୍ୟ ଗଣଦୌଡ଼ ଅନୁଷ୍ଠିତ ହେବ ବୋଲି ରବିବାର ଖବରଦାତା ସମ୍ମିଳନୀରେ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।

mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+