ଆଜି କଟକ ଦଶହରା ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବ୍ୟାପକ ବ୍ୟବସ୍ଥା କରାଯାଇଥିବା ସୂଚନା

ଆଜି କଟକ ଦଶହରା ବୁଲିବେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ମହାନବମୀରେ କଟକର ବିଭିନ୍ନ ପୂଜା ମଣ୍ଡପ ବୁଲି ଦୁର୍ଗାପୂଜାର ମଜା ନେବେ ମୋହନ । ମଣ୍ଡପରେ ମା' ଦୁର୍ଗା ଓ ହରପାର୍ବତୀଙ୍କ ଦର୍ଶନ କରିବେ ମୋହନ । ଏ ନେଇ ପୂଜା କମିଟି ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି । ମୋହନଙ୍କ କଟକ ବୁଲା ନେଇ ସରକାରୀ ସ୍ତରରେ କାର୍ଯ୍ୟ ସୂଚୀ ସାଙ୍ଗକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ସୂଚନା ।

ସେହିପରି ଆଜି ପୂଜା ମଣ୍ଡପ ବୁଲିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀର ବିଭିନ୍ନ ଶକ୍ତିପୀଠ ସହ ପୂଜା ମଣ୍ଡପ ବୁଲିଛନ୍ତି । ମାଆଙ୍କ ଦଶ;ନ କରିବା ସହ ରାଜ୍ୟବାସୀଙ୍କ ପାଇଁ ପ୍ରାର୍ଥନା କରିଛନ୍ତି । ଗତକାଲି ଆରଡି, ଓଲଗ, ଚାନ୍ଦବାଲି,ମତୋ ଓ ଖେରଙ୍ଗ ଯାଇ ଦଳୀୟ କର୍ମୀଙ୍କ ସହ ପୂଜାର୍ଚ୍ଚନା କରିଥିଲେ ।

Chief Minister Mohan Majhi to visit Cuttack Dussehra today
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+